ରାଜ୍ୟ ଅଭିଯୋଗ ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକଙ୍କ ଠାରୁ ଅଭିଯୋଗ ଶୁଣୁଛନ୍ତି

ରାଜ୍ୟ ଅଭିଯୋଗ ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକଙ୍କ ଠାରୁ ଅଭିଯୋଗ ଶୁଣୁଛନ୍ତି

ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ 3 ପ୍ରତିଶତ ବୃଦ୍ଧି

ପେନସନ୍‌ଭୋଗୀଙ୍କ ଟି. ଆଇ ରେ ମଧ୍ୟ ବୃଦ୍ଧି

ajay kumar nayak
ଭୁବନେଶ୍ୱର, ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି ବିଷୟ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୦ ପ୍ରତିଶତରୁ ୫୩ ପ୍ରତିଶତକୁ ବୃଦ୍ଧି ପାଇଲା। ଏହା ଜୁଲାଇ ପହିଲା ୨୦୨୪ରୁ ପିଚ୍ଛିଲା ଭାବରେ ଲାଗୁ ହେବ। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଅକ୍ଟୋବର ମାସ ଦରମାରେ ନଗଦ ଆକାରରେ ମିଳିବ । 

ଏହା ସହିତ ପେନ୍‌ସନଭୋଗୀ ମାନଙ୍କ ଟି.ଆଇ ରେ ମଧ୍ୟ ତିନି ପ୍ରତିଶତ ବୃଦ୍ଧି କରାଯାଇଛି। ସେମାନେ ମଧ୍ୟ ଅନୁରୂପ ଭାବେ ଅକ୍ଟୋବର ମାସ ପେନ୍‌ସନରେ ଏହି ବର୍ଦ୍ଧିତ ଟି.ଆଇ ପାଇବେ।  ଏହା ଦ୍ୱାରା ପ୍ରାୟ ସାଢେ ସାତ ଲକ୍ଷ ସରକାରୀ କର୍ମଚାରୀ ଓ ପେନ୍‌ସନଭୋଗୀ ଉପକୃତ ହେବେ।

सोशल मीडिया पर देखें खेती-किसानी और अपने आसपास की खबरें, क्लिक करें...

- देश-दुनिया तथा खेत-खलिहान, गांव और किसान के ताजा समाचार पढने के लिए सोशल मीडिया प्लेटफार्म गूगल न्यूजगूगल न्यूज, फेसबुक, फेसबुक 1, फेसबुक 2,  टेलीग्राम,  टेलीग्राम 1, लिंकडिन, लिंकडिन 1, लिंकडिन 2टवीटर, टवीटर 1इंस्टाग्राम, इंस्टाग्राम 1कू ऐप  यूटयूब चैनल से जुडें- और पाएं हर पल की अपडेट